Compartir
Badalibara Bela (ବଦଳିବାର ବେଳ) (en Oriya)
Krupa Sindhu Nayak
(Autor)
·
Black Eagle Books
· Tapa Blanda
Badalibara Bela (ବଦଳିବାର ବେଳ) (en Oriya) - Nayak, Krupa Sindhu
$ 10.11
$ 12.00
Ahorras: $ 1.89
Elige la lista en la que quieres agregar tu producto o crea una nueva lista
✓ Producto agregado correctamente a la lista de deseos.
Ir a Mis ListasSe enviará desde nuestra bodega entre el
Jueves 01 de Agosto y el
Viernes 02 de Agosto.
Lo recibirás en cualquier lugar de Estados Unidos entre 1 y 3 días hábiles luego del envío.
Reseña del libro "Badalibara Bela (ବଦଳିବାର ବେଳ) (en Oriya)"
ବଦଳିବାର ବେଳ ଗୋଟିଏ ଅସ୍ପୃହା; ଯେଉଁଥିରେ ବ୍ୟକ୍ତି-ମଣିଷଟି ସାମାଜିକ ମଣିଷରେ ରୂପାନ୍ତରିତ ହେବାର ଅନିନ୍ଦ୍ୟ ଅଭିଳାଷ ତା' ଭିତରେ ରହିଥାଏ । ରାଜନୀତିକ ଇଚ୍ଛାଶକ୍ତି ଓ ନିଷ୍ଠାପର ଶାସନତନ୍ତ୍ର ହେଉଛି ଏକମାତ୍ର ଆୟୁଧ, ଯାହା ମାଧ୍ୟମରେ ସମାଜର ପରିବର୍ତ୍ତନ ସମ୍ଭବପର ହୋଇଥାଏ । ମାତ୍ର ଏହି ଦୁଇଟି ବ୍ୟବସ୍ଥାର ଅପାରଗତା ଓ ନିଷ୍କ୍ରିୟତା କେବଳ ଦେଶର ପ୍ରଗତିରେ ପ୍ରତିବନ୍ଧକ ସାଜେ ନାହିଁ, ପରନ୍ତୁ ଜୀବନ ବଞ୍ôଚବାର ସୁଖଦ ମୂହୂର୍ତ୍ତଗୁଡ଼ିକୁ ଧୂଳିଧୂସରିତ କରିଥାଏ ବୋଲି କବି ନାୟକ ଅନୁଭବ କରିଛନ୍ତି । ଗଣତନ୍ତ୍ର ରୂପାନ୍ତରିତ ହୋଇଛି ଥାଳତନ୍ତ୍ରରେ ଏବଂ ଶାସନ ବ୍ୟବସ୍ଥାରେ ଅନାଡ଼ି ଅପରାଧୀଙ୍କ ଭିଡ଼ ସମାଜକୁ ତ୍ରସ୍ତ କରିଛି । ରାଜନୈତିକ ପ୍ରକ୍ରିୟା ଓ ଏଥିରେ ଅଂଶୀଭୂତ କିଛି ମଣିଷଙ୍କ ଅର୍ଥଲିପ୍]ସୁ ମନୋଭାବ ଓ କ୍ଷମତାର ପ୍ରଲୋଭନ ଜନଗଣଙ୍କୁ ଗୋଟିଏ ଅନିଶ୍ଚିତ ଜୀବନ ମଧ୍ୟକୁ ମୁହାଁଇ ଦେଇଛି । ଫଳତଃ, ମନ୍ଦାମଣିଷ ଭିତରେ ସୃଷ୍ଟି ହୋଇପାରୁନାହିଁ ପ୍ରତିବାଦର ସ୍ୱର ଓ ସମାଜ ପରିବର୍ତ୍ତନ ନିମନ୍ତେ ଆନ୍ତରିକ ଆକାଙ୍]କ୍ଷା । ବିକାଶ ନିମନ୍ତେ ଉଦ୍ଦିଷ୍ଟ ଅର୍ଥକୁ ଆତ୍ମସାତ୍ ନିରନ୍ତର କରିଚାଲିଛନ୍ତି ଜନନାୟକଙ୍କଠାରୁ ଦାପ୍ତରିକ ଜନତା ପର୍ଯ୍ୟନ୍ତ । ତେଣୁ କବି କୁହନ୍ତି- "କର୍କଟ ରୋଗର କୋଷ ପରି ବଟି ତେଣୁ ଅଣାୟତ୍ତ, ଯାହା ବିନାଶ କରି ଚାଲିଛି ଆମ ନୈତିକତା ଓ ବିକାଶର ପଥ ।"
- 0% (0)
- 0% (0)
- 0% (0)
- 0% (0)
- 0% (0)
Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.
✓ Producto agregado correctamente al carro, Ir a Pagar.