Compartir
E Janha Sakshi (ଏ ଜହ୍ନ ସାକ୍ଷୀ) (en Oriya)
Urmila Shirish
(Autor)
·
Niharika Mallick
(Traducido por)
·
Black Eagle Books
· Tapa Blanda
E Janha Sakshi (ଏ ଜହ୍ନ ସାକ୍ଷୀ) (en Oriya) - Shirish, Urmila ; Mallick, Niharika
$ 11.79
$ 14.00
Ahorras: $ 2.21
Elige la lista en la que quieres agregar tu producto o crea una nueva lista
✓ Producto agregado correctamente a la lista de deseos.
Ir a Mis ListasSe enviará desde nuestra bodega entre el
Lunes 15 de Julio y el
Martes 16 de Julio.
Lo recibirás en cualquier lugar de Estados Unidos entre 1 y 3 días hábiles luego del envío.
Reseña del libro "E Janha Sakshi (ଏ ଜହ୍ନ ସାକ୍ଷୀ) (en Oriya)"
ଚିରାଚରିତ ପ୍ରେମକାହାଣୀ, ନାରୀ ସଂଘର୍ଷ ଓ ନାରୀର ଅବଳା ଦୁର୍ବଳା ଚିତ୍ରଠୁ କିଛି ଭିନ୍ନ କଥାର ଉଦାହରଣ ଦିଏ ଉପନ୍ୟାସ 'ଚାନ୍ଦ୍ ଗବାହ୍]' ବା 'ଏ ଜହ୍ନ ସାକ୍ଷୀ' । କେବଳ ପ୍ରେମ ସଂଘର୍ଷ ଦୃଷ୍ଟିରୁ ନୁହଁ ବରଂ ଅନେକ ଦିଗରୁ ଏ ଉପନ୍ୟାସଟି ସ୍ୱତନ୍ତ୍ର ମନେହୁଏ । କାହାଣୀଟିର କେନ୍ଦ୍ରରେ ଯଦିଓ ନାରୀ, ପ୍ରେମ ଓ ପରିବାର ରହିଛି କିନ୍ତୁ ଏହାର ଚାରିପାଖରେ ଅନେକଗୁଡ଼ିଏ ସମ୍ବେଦନଶୀଳ ଅନୁଭବକୁ ଔପନ୍ୟାସିକା ସୁନ୍ଦର ଭାବରେ ଗଢ଼ି ତୋଳିଛନ୍ତି । ବାଲ୍ୟାବସ୍ଥାରୁ ନେଇ ଯୌବନ, ଏପରିକି ବୟସର ଏକ ନିର୍ଦ୍ଦିଷ୍ଟ ବିନ୍ଦୁରେ ପହଞ୍ଚିବା ପରେ ମଧ୍ୟ ନାରୀକୁ ନିଜ ଇଚ୍ଛାରେ ବଞ୍ଚିବାର କି ସ୍ୱପ୍ନ ଦେଖିବାର ଅଧିକାର ନଥାଏ । ପ୍ରେମ ତ ସତେ ଯେପରି ତା'ପାଇଁ ଏକ ଗର୍ହିତ ଶବ୍ଦ । କିନ୍ତୁ ଉପନ୍ୟାସଟିରେ ଲେଖିକା କେବଳ ନାରୀର ପ୍ରେମପ୍ରଣୟ, ମାନସିକ ଯାତନା ଅବା ସଂଘର୍ଷର କାହାଣୀକୁ ବର୍ଣ୍ଣନା କରି ନାହାଁନ୍ତି, ବରଂ ସେ ନାରୀକୁ ସ୍ୱାଭିମାନର ସହ ବଞ୍ଚିବାର କଳା ଶିଖାଇଛନ୍ତି ।ନାରୀ ନିଜର ରୁଚି, ପସନ୍ଦ ନା ପସନ୍ଦ ଓ ସ୍ୱପ୍ନକୁ ବଳିଦେଇ କେବଳ ପରିବାର ଓ ସମାଜର ଇଙ୍ଗିତରେ କାହିଁକି ପରିଚାଳିତ ହେବ? ତାହା ପୁଣି ସେଇ ପରିବାର ଓ ସମାଜ ପାଇଁ ଯିଏ ନାରୀଠାରୁ କେବଳ ତ୍ୟାଗ ଓ ସହନଶୀଳତା ଆଶା ରଖେ ଏବଂ ପ୍ରତିଦାନରେ କେବଳ ତିରସ୍କାର ଓ ସମାଲୋଚନା ହିଁ କରିଥାଏ । ଉପନ୍ୟାସଟିରେ ନାରୀର ଏକ ଭିନ୍ନ ଦିଗକୁ ପାଠକଙ୍କ ସାମ୍ନାରେ ଉପସ୍ଥାପିତ କରାଯାଇଛି । ଗୋଟେ ପ&
- 0% (0)
- 0% (0)
- 0% (0)
- 0% (0)
- 0% (0)
Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.
✓ Producto agregado correctamente al carro, Ir a Pagar.