Libros importados con hasta 50% OFF + Envío Gratis a todo USA  Ver más

menú

0
  • argentina
  • chile
  • colombia
  • españa
  • méxico
  • perú
  • estados unidos
  • internacional
portada The Rhythm Eternal (en Oriya)
Formato
Libro Físico
Idioma
Oriya
N° páginas
108
Encuadernación
Tapa Blanda
Dimensiones
21.6 x 14.0 x 0.7 cm
Peso
0.15 kg.
ISBN13
9781645603214

The Rhythm Eternal (en Oriya)

Manindra Kumar Meher (Autor) · Black Eagle Books · Tapa Blanda

The Rhythm Eternal (en Oriya) - Meher, Manindra Kumar

Libro Físico

$ 11.79

$ 14.00

Ahorras: $ 2.21

16% descuento
  • Estado: Nuevo
Se enviará desde nuestra bodega entre el Lunes 01 de Julio y el Martes 02 de Julio.
Lo recibirás en cualquier lugar de Estados Unidos entre 1 y 3 días hábiles luego del envío.

Reseña del libro "The Rhythm Eternal (en Oriya)"

ଏହି ସଂକଳନରେ ସ୍ଥାନିତ, ଯାହାକୁ ଗଳ୍ପ ବୋଲି ବର୍ଣ୍ଣନା କରିବା ବ୍ୟତୀତ ଅନ୍ୟ ଉପାୟ ନାହିଁ, ସେହି ଆତ୍ମାନୁଭୂତିଭିତ୍ତିକ ଲେଖା ବ୍ୟତୀତ ବେଳେବେଳେ ଆଉ ଏକ ଏକ ମହତ ସ୍ପନ୍ଦନ ଏ ଲେଖକକୁ ତନ୍ମୟ କରି ରଖେ । ଦିବ୍ୟ ଜୀବନର ସାଧକ ଶ୍ରୀଅରବିନ୍ଦଙ୍କର ତପସ୍ୟା ସହିତ ନିଜକୁ ଏକାତ୍ମ କରି ଦେଇଥିବା ଶ୍ରୀମା ମୋ ଜୀବନର ଶ୍ରେଷ୍ଠ ପ୍ରେରଣାଦାୟିନୀ ଶକ୍ତି । ପଣ୍ଡିଚେରୀ ଶ୍ରୀଅରବିନ୍ଦ ଆଶ୍ରମରେ ସେ ଯେତେବେଳେ ଥିଲେ ସାଧନାମଗ୍ନ, ସେତେବେଳେ ଯେଉଁ ସାଂସ୍କୃତିକ କାର୍ଯ୍ୟକ୍ରମଗୁଡ଼ିକର ଆୟୋଜନ ହେଉଥିଲା, ସେଥିରେ ପରିପୂର୍ଣ୍ଣ ହୋଇ ରହିଥିଲା ଏପରି ଏକ ସୂକ୍ଷ୍ମ ତରଙ୍ଗ, ଯାହାର ଉତ୍ସ ଅବସ୍ଥିତ ଅଦୃଶ୍ୟ ସୂକ୍ଷ୍ମ ଜଗତରେ । ଶ୍ରୀମାଙ୍କ ପ୍ରେରଣାରେ 'ଦି ରିଦମ୍ ଇଟରନାଲ୍]' ନାମରେ ଯେଉଁ କାର୍ଯ୍ୟକ୍ରମଟିର ପରିକଳ୍ପନା ହୋଇଛି ଓ ନାଟ୍ୟ-ମଞ୍ଚ ଉପରେ ତାହାର ଅଭିନୟ ପ୍ରକାଶ କରିଛି ଚିରନ୍ତନ ସଙ୍ଗୀତର ଧ୍ୱନିକୁ, ତାହାର ଆଧାରରେ ରଚିତ ହୋଇଛି ଏହି ଗଳ୍ପଟି । ପୁସ୍ତକଟିର ନାମକରଣ ସମ୍ପର୍କରେ ଅତ୍ୟନ୍ତ ନିବିଡ଼ ଭାବରେ ଯେତେବେଳେ ମୋର ଅନ୍ତଃସତ୍ତା ସମାଧିସ୍ଥ, ସେତେବେଳେ ହିଁ ଅନ୍ତଃପ୍ରେରଣାର ଏକ ବିରଳ ସଂକେତ ସମୁଜ୍ଜ୍ୱଳ ହୋଇଉଠିଲା ମୋ ଭିତରେ । ଯାହାର ଅନୁପ୍ରେରଣା ଦ୍ୱାରା ପରିଚାଳିତ ହୋଇ ଏହି ନାମ ରଖିବା ପାଇଁ ମୁଁ ଥିଲି ଏକ ନିମିତ୍ତ ମାତ୍ର । ଇଂରାଜୀ ନାମ ବୋଲି ଓଡ଼ିଆ ଗଳ୍ପ ସଂକଳନର ନାମକରଣ ଯେ ହୋଇପାରିବ ନାହିଁ, ଏପରି ଚିନ୍ତନ ମୋ

Opiniones del libro

Ver más opiniones de clientes
  • 0% (0)
  • 0% (0)
  • 0% (0)
  • 0% (0)
  • 0% (0)

Preguntas frecuentes sobre el libro

Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.

Preguntas y respuestas sobre el libro

¿Tienes una pregunta sobre el libro? Inicia sesión para poder agregar tu propia pregunta.

Opiniones sobre Buscalibre

Ver más opiniones de clientes